ରାଜ୍ୟରେ ଆଉ ୭ ମୁଣ୍ଡ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ୫୩୮

ଭୁବନେଶ୍ବର : ରାଜ୍ୟରେ ଶନିବାର ଆଉ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି। ଆଜି ଭୁବନେଶ୍ଵର, ଗଞ୍ଜାମ, ବଲାଙ୍ଗୀର, କଟକ, ଖୋର୍ଦ୍ଧା, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.