ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଶୁକ୍ରବାର କରୋନାରେ ଆଉ ୧୮ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.