ରାଜ୍ୟରେ ଆଉ ୧୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି। ଆଜି ୧୩ ମୃତକଙ୍କ ମଧ୍ୟରୁ

Comments are closed.