ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୭୯୮

ଭୁବନେଶ୍ବର: ରାଜ୍ୟରେ ଶୁକ୍ରବାର କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୯୮କୁ ବୃଦ୍ଧି ହୋଇଛି। ୪ ଜଣ ମୃତକଙ୍କ ମଧ୍ୟରେ ବରଗଡ, ଖୋର୍ଦ୍ଧା, ମାଲକାନଗିରି ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.