ରାଜ୍ୟରେ ଆଉ ୩ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର : ରାଜ୍ୟରେ ବୁଧବାର କରୋନାରେ ଆଉ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

Comments are closed.