ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୨୯୬

ଭୁବନେଶ୍ବର: ରାଜ୍ୟରେ ମଙ୍ଗଳବାର କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଖୋର୍ଦ୍ଧା ଓ ଗଞ୍ଜାମ ଜିଲାରୁ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ରାୟଗଡ଼ା, ବାଲେଶ୍ବର , ପୁରୀ ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ୭ ଜଣ ପୁରୁଷ ଥିବା ବେଳେ ୩ଜଣ ମହିଳା ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି ହୋଇଛି ।

Comments are closed.