ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୮୨୯

ଭୁବନେଶ୍ବର: ରାଜ୍ୟରେ ଶୁକ୍ରବାର କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ହୋଇଛି। ୪ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବର, ଜହତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.