ରାଜ୍ୟରେ କରୋନା ନେଲା ଆଉ ୩ ଜୀବନ

ଭୁବନେଶ୍ବର: ରାଜ୍ୟରେ ଶନିବାର କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୩୨କୁ ବୃଦ୍ଧି ହୋଇଛି। ୩ ଜଣ ମୃତକଙ୍କ ମଧ୍ୟରୁ ଜହତସିଂହପୁର, ପୁରୀ ଓ ନୂଆପଡ଼ା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.