ରାଜ୍ୟରେ କରୋନା ନେଲା ଆଉ ୧୨ ଜୀବନ, ସର୍ବାଧିକ ଗଞ୍ଜାମରୁ ୪ ମୃତ

ଭୁବନେଶ୍ବର : ରାଜ୍ୟରେ ରବିବାର ଆଉ ୧୨ ଜଣଙ୍କ ଜୀବନ ନେଇଛି କରୋନା। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୮୨କୁ ବୃଦ୍ଧି ହୋଇଛି। ଆଜି ୧୨ ଜଣ ପ୍ରାଣ ହରାଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜା ଜିଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା, କଟକ, ପୁରୀ, ଯାଜପୁର, ରାୟଗଡା ସୁନ୍ଦରଗଡ଼ ନବରଙ୍ଗପୁର ଓ ମାଲକାନଗିରି  ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.