ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ବର: ରାଜ୍ୟରେ ଶୁକ୍ରବାର କରୋନାରେ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୮୯୦କୁ ବୃଦ୍ଧି ହୋଇଛି। ୨ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବର ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.