ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ

ଭୁବନେଶ୍ବର: ରାଜ୍ୟରେ ଗୁରୁବାର କରୋନାରେ ଆଉ ୪ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି ହୋଇଛି। ୪ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବର, ଖୋର୍ଦ୍ଧା, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.