ଆଜି ରାଜ୍ୟରେ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ବର:ରାଜ୍ୟରେ ଶନିବାର କରୋନାରେ ସର୍ବାଧିକ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି ହୋଇଛି।  ବାଲେଶ୍ବର, ଖୋର୍ଦ୍ଧା, ମାଲକାନଗିରି, କଟକ ଓ ଜଗସିଂହପୁର ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବରଗଡ଼, ଯାଜପୁର, ପୁରୀ ଓ ସନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Comments are closed.