ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ କରୋନା

ମୁମ୍ବଇ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ କରୋନାରେ ସଂକ୍ରମିତ ହୋଇଛନ୍ତି। ସେ ନିଜେ ଟ୍ବିଟ୍ କରି ଏ ବିଷୟରେ ସୂଚନା ଦେଇଛନ୍ତି। କରୋନା ରିପୋର୍ଟ ପଜିଟିଭ୍ ଆସିବାପରେ ସେ ସଙ୍ଗରୋଧରେ ରହିବା ସହିତ ନିକଟରେ ତାଙ୍କ ସହ ମିଶିଥିବା ଲୋକମାନଙ୍କୁ କରୋନା ପରୀକ୍ଷା କରାଇନେବାକୁ କହିଛନ୍ତି।

Comments are closed.