ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନାରେ ଆକ୍ରାନ୍ତ । ଏ ନେଇ ନିଜେ ପ୍ରଣବ ମୁଖାର୍ଜୀ ଟ୍ବିଟ କରି ସୂଚନା ଦେଇଛନ୍ତି । ୭ ଦିନ ଭିତରେ ଭେଟିଥିବା ଲୋକଙ୍କୁ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କରୋନା ପରୀକ୍ଷା କରେଇବାକୁ କହିଛନ୍ତି।

Comments are closed.