କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୪୩ ଗିରଫ, ୬୯୬ ଗାଡ଼ି ଜବତ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ଗୋଟିଏ ମାମଲା ଦାୟର କରାଯାଇଛି। କୋଭିଡ୍‌-୧୯ ନିମୟ ଉଲ୍ଲଙ୍ଘନ ଅଭିଯୋଗରେ ଓଡ଼ିଶା ପୁଲିସ ୪୩ ଜଣବ୍ୟକ୍ତିଙ୍କୁ ଗିରଫ କରିଥିବାବେଳେ ୬୯୬ଟି ଗାଡ଼ି ଜବତ କରିଛି ଏବଂ ୧୮,୭୬,୭୫୦ ଟଙ୍କା ଜରିମାନା ଆଦାୟ ହୋଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.