ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳଙ୍କୁ କରୋନା

ଭୁବନେଶ୍ବର : ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନା ଆକ୍ରାନ୍ତ ନେଇ ଶନିବାର ନିଜେ ମଞ୍ଜୁଲତା ଟ୍ବିଟ କରି ଜଣାଇଛନ୍ତି। ପ୍ରାରମ୍ଭିକ ଲକ୍ଷଣ ପରେ ସେ ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ସ୍ବାସ୍ଥ୍ୟ ଭଲ ଅଛି ସେ ହୋମ କ୍ବାରେଣ୍ଟାଇନରେ ରହିଛନ୍ତି ବୋଲି ଟ୍ବିଟରେ କହିଛନ୍ତି।

Comments are closed.