ରାଜ୍ୟରେ ଆଉ ୨ ହଜାର ୮୫୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଶନିବାର ଆଉ ୨ହଜାର ୮୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୯୬୯୩ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୫୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୯୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.