ରାଜ୍ୟରେ ସୁସ୍ଥ ହେଲେ ଆଉ ୨ହଜାର ୮୫୦ କରୋନା ଆକ୍ରାନ୍ତ

ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୨,୪୧,୩୮୫

ଭୁବନେଶ୍ବର : ରାଜ୍ୟରୁ ଶୁକ୍ରବାର ଆଉ ୨ହଜାର ୮୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୪୧,୩୮୫କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି।

Comments are closed.