ଦେଶରେ ଦିନକରେ ୫୫ ହଜାର ୮୩୮ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ ୫୫ ହଜାର ୮୩୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଫଳରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୭ ଲକ୍ଷ ୦୬ ହଜାର ୯୪୬କୁ ବୃଦ୍ଧି ପାଇଛି। ଅନ୍ୟପଟେ ୨୪ଘଣ୍ଟାରେ ୨୪ ହଜାର ୨୭୮ ଜଣ କରୋନାରୁ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି ଏବଂ ଆକ୍ଟିଭ୍ କେସ୍ ୭ ଲକ୍ଷ ୧୫ ହଜାର ୮୧୨ ରହିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.