ରାଜ୍ୟରେ ସୁସ୍ଥ ହେଲେ ଆଉ ୯୦୫ କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା ୩୦୫୮୧୩

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୯୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାସହିତ ଆଜି ସୁଦ୍ଧା ରାଜ୍ୟରେ ମୋଟ ୩୦୫୮୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.