ଦେଶରେ ଦିନକରେ ୫୪ ହଜାର ୪୪ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ ୫୪ ହଜାର ୪୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଫଳରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୬ ଲକ୍ଷ ୫୧ ହଜାର ୧୦୮କୁ ବୃଦ୍ଧି ପାଇଛି। ଅନ୍ୟପଟେ ୬୭ ଲକ୍ଷ ୯୫ ହଜାର ୧୦୩ ଜଣ କରୋନାରୁ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି ଏବଂ ଆକ୍ଟିଭ୍ କେସ୍ ୭ ଲକ୍ଷ ୪୦ ହଜାର ୯୦ ରହିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.