MEllora 950×100

ରାଜ୍ୟରେ ଆଉ ୩୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବୁଧବାର ଆଉ ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୦ଜଣ ଚିହ୍ନଟ ହୋଇଥିବାବେଳେ ୧୫୪ଟି ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୭୨୭୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.