ରାଜ୍ୟରେ ଦିନକରେ ୪୬ ହଜାର ୭୫୪ କରୋନା ଟେଷ୍ଟ

ଭୁବନେଶ୍ବର : ରାଜ୍ୟରେ ଗୋଟିଏ ଦିନରେ ୪୬ ହଜାର ୭୫୪ କରୋନା ପରୀକ୍ଷା ହୋଇଛି। ଆରଟିପିସିଆର, ଆଣ୍ଟିଜେନ୍ ଓ ଟ୍ରୁନଟ ମାଧ୍ୟମରେ କରୋନା ପରୀକ୍ଷା କରାଯାଇଛି। ଆରଟିପିସିଆର ଟେଷ୍ଟ ୭ ହଜାର ୧୪୪ ହୋଇଥିବାବେଳେ ଆଣ୍ଟିଜେନ୍ ଟେଷ୍ଟ ୩୯ ହଜାର ୩୯୨ ଓ ଟ୍ରୁନଟ ପରୀକ୍ଷା ୨୧୮ଟି ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

Comments are closed.