ରାଜ୍ୟରେ ଦିନକରେ ୫୬ହଜାରରୁ ଉର୍ଦ୍ଧ୍ବ ଟେଷ୍ଟ

ଭୁବନେଶ୍ବର : ରାଜ୍ୟରେ ଗୋଟିଏ ଦିନରେ ୫୬ ହଜାର ୪୭୯ କରୋନା ପରୀକ୍ଷା ହୋଇଛି। ଆରଟିପିସିଆର, ଆଣ୍ଟିଜେନ୍ ଓ ଟ୍ରୁଟନ୍ ମାଧ୍ୟମରେ କରୋନା ପରୀକ୍ଷା କରାଯାଇଛି। ଆରଟିପିସିଆର ଟେଷ୍ଟ ୧୧ ହଜାର ୩୫୮ ହୋଇଥିବାବେଳେ ଆଣ୍ଟିଜେନ୍ ଟେଷ୍ଟ ୪୪ ହଜାର ୯୫୦ ଓ ଟ୍ରୁନଟ ଟେଷ୍ଟ ୧୭୧ଟି ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

Comments are closed.