ନୟାଗଡ଼ରେ ପ୍ରଥମ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣଙ୍କ ନୟାଗଡ଼ର ଜିଲାର ହୋଇଥିବା ବେଳେ ସେ ନିକଟରେ ସୁରତରୁ ଫେରିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ ମୋଟ କରୋନା ରୋଗୀଙ୍କ ସଂଖ୍ୟା ୨୮୯କୁ ବୃଦ୍ଧି ହୋଇଛି ।

Comments are closed.