ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ : ଆକ୍ରାନ୍ତ ଜଣଙ୍କ ରାଉରକେଲାର

ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ରାଉରକେଲାର ହୋଇଥିବା ବେଳେ ସେ ୪୯ବର୍ଷୀୟ ପୁରୁଷ ହୋଇଥିବା ଜଣାପଡ଼ିଛି। ଆକ୍ରାନ୍ତ ଜଣଙ୍କ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିଲେ। ଏଥିସହିତ ଓଡ଼ିଶାରେ ମୋଟ କରୋନା ରୋଗୀଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.