ରାଜ୍ୟ​‌ରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ : ଆକ୍ରାନ୍ତ ଜଣଙ୍କ ବାଲେଶ୍ଵରର

ଭୁବନେଶ୍ଵର : ରାଜ୍ୟରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବାଲେଶ୍ଵର ଜିଲାର ହୋଇଥିବା ଜଣାପଡ଼ିଛି। ଏହି ଆକ୍ରାନ୍ତଙ୍କୁ ମିଶାଇ ବାଲେଶ୍ଵର ଜିଲାରେ କରୋନା ରୋଗୀ ସଂଖ୍ୟା ୨୪ରେ ପହଞ୍ଚିଥିବା ବେଳେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୫କୁ ବୃଦ୍ଧି ପାଇଛି।

Comments
Loading...