ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୩ କରୋନା ଆକ୍ରାନ୍ତ : ଆରୋଗ୍ୟଙ୍କ ସଂଖ୍ୟା ୫୧୮୯କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ମଙ୍ଗଳବାର ଆଉ ୨୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୫୧୮୯କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି।

Comments are closed.