୧୧ ପୁଲିସ କର୍ମଚାରୀଙ୍କୁ କରୋନା

ଖୋର୍ଦ୍ଧା : ୧୧ ଜଣ ପୁଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ପୁଲିସ କରୋନା​‌ରେ ଆକ୍ରାନ୍ତ ହୋଇଛନ୍ତି। ସଂପୃକ୍ତ ଥାନା ଓ ଫାଣ୍ଡିର ଅନ୍ୟ କର୍ମଚାରୀମାନଙ୍କୁ ଗୃହ ସଙ୍ଗରୋଧରେ ରହିବା ପାଇଁ ନିର୍ଦେଶ ଦିଆଯାଇଛି। ଏନେଇ ଜିଲାପାଳ ସୂଚନା ଦେଇଛନ୍ତି।

Comments are closed.