ଆଉ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ; ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗଞ୍ଜାମ ଜିଲାର ଜଣେ ୫୫ ବର୍ଷୀୟ ବ୍ୟକ୍ତିି। ଉକ୍ତ ବ୍ୟକ୍ତିଙ୍କୁ ମିଶାଇ କରୋନାରେ ମୃତ୍ୟୁ ସଂଖ୍ୟା ୧୦ରେ ପହଂଚିଛି।  ଏବେ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଥିବା ବେଳେ ସକ୍ରିୟ କେସ ୧୧୩୧ ଥିବା ବେଳେ ୨୩୫୪ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.