ଭୁବନେଶ୍ବରରୁ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରୁ ଶୁକ୍ରବାର ଆଉ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୨୪ଜଣଙ୍କ ମଧ୍ୟରୁ ୨୦ଜଣ ସଙ୍ଗରୋଧରେ ଥିବା ବେଳେ ୪ଜଣ ସ୍ଥାନୀୟ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଏଥିସହିତ ୧୫ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଭୁବନେଶ୍ବରରେ ଏବେ ମୋଟ ୩୬୯ଜଣ କରୋନା ଆକ୍ରାନ୍ତ ଥିବା ବେଳେ ୨୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Comments are closed.