ଭୁବନେଶ୍ୱରରୁ ଆଉ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ : ୧୦୪କ୍ୱାରେଣ୍ଟାଇନରୁ, ୯୪ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୪ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଥିବା ବେଳେ ୯୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ୧୩୨ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୪୮୭କୁ ବୃଦ୍ଧି ପାଇଛି।

Comments are closed.