ଭୁବନେଶ୍ବରରୁ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ଭୁବନେଶ୍ବରରୁ ଶନିବାର ଆଉ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ହୋମ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଓ ୮ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଭୁବନେଶ୍ବର ମହାନଗର ନିଗମ(ବିଏମସି) ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.