ରାଜ୍ୟରେ ଆଉ ୨୮୯୮ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଗୁରୁବାର ରେକର୍ଡ ସଂଖ୍ୟାକ ୨୮୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧ କେନ୍ଦ୍ରରୁ ୧୭୯୨ ଜଣ ଚିହ୍ନଟ ହୋଇଥିବାବେଳେ ୧୧୦୬ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୦୨୦ରେ ପହଞ୍ଚିଛି । ଏଥିମଧ୍ୟରୁ ୨୨୬୫୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୬୯୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪୦ଜଣ, ବରଗଡ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୧୦୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୪୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୪ଜଣ, ଗଜପତି ଜିଲ୍ଲାରୁ ୫୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮୪ଜଣ, ଯାଜପୁର ଜିଲ୍ଲାରୁ ୬୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୭୬ଜଣ, କନ୍ଧମାଳ ଜିଲ୍ଲାରୁ୬୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୭ଜଣ, କେନ୍ଦୁଝର ଜିଲ୍ଲାରୁ ୩୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୨୪ଜଣ, କୋରାପୁଟ ଜିଲ୍ଲାରୁ ୧୩୨ଜଣ, ମାଲକାନଗିରି ଜିଲ୍ଲାରୁ ୬୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୭ଜଣ, ନୟାଗଡ଼ ଜିଲ୍ଲାରୁ ୨୩୭ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୦୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୭୭ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Covid-19 Report For 19th August
New Positive Cases: 2898
In quarantine: 1792
Local contacts: 1106(Details of local contacts will be shared by concerned District Administration)
District Wise Cases
1. Angul: 16
2. Balasore: 140
3. Bargarh: 9
4. Bhadrak: 107
5. Balangir: 173— I & PR Department, Odisha (@IPR_Odisha) August 20, 2020
21. Malkangiri: 56
22. Mayurbhanj: 53
23. Nawarangpur: 37
24. Nayagarh: 232
25. Nuapada: 8
26. Puri: 104
27. Rayagada: 105
28. Sambalpur: 77
29. Sonepur: 23
30. Sundargarh: 101New Recoveries: 1621
Cumulative Tested: 11,15,947
Positive: 70020
Recovered: 46935
Active Cases: 22651— I & PR Department, Odisha (@IPR_Odisha) August 20, 2020
Comments are closed.