ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୦୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ବୁଧବାର ଆଉ ୩୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ ରାଜ୍ୟରେ ୮୪୦୭୩ ଜଣ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.