ରାଜ୍ୟରେ ସୁସ୍ଥ ହେଲେ ଆଉ ୩ହଜାର ୩୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ରବିବାର ଆଉ ୩ହଜାର ୩୬୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୬୪୨ରେ ପହଁଚିଛି ।

Comments are closed.