ରାଜ୍ୟରେ ଆଉ ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ରବିବାର ଆଉ ୩୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩, ୨୧,୧୯୬ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୯ ଜଣ ସଙ୍ଗରୋଧରୁ ରହିଥିବାବେଳେ ୧୬୪ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.