ଓଡ଼ିଶାରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଶୁକ୍ରବାର ଷଷ୍ଠ କରୋନା ରୋଗୀ ଚିହ୍ନଟ ହୋଇଛି । ଆକ୍ରାନ୍ତ ଜଣଙ୍କ ଘର କଟକରେ ହୋଇଥିବା ଜଣାପଡ଼ିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ଟ୍ବିଟରେ ମଧ୍ୟ ସେ ଦିଲ୍ଲୀ ଗସ୍ତ କରିଥିବା ଉଲ୍ଲେଖ ଅଛି।

Comments are closed.