ଖୁସି ଖବର : ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନା ରୋଗୀ ମଙ୍ଗଳବାର ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ବ୍ୟକ୍ତି ଜଣଙ୍କ ଭୁବନେଶ୍ଵରର ହୋଇଥିବା ସୂଚନା ମିଳିଛି। ଏଥି ସହିତ ଓଡ଼ିଶାରେ ସମୁଦାୟ ସୁସ୍ଥ ସଂଖ୍ୟା ୩୮କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.