ସୁସ୍ଥ ହେଲେ ଆଉ ୨ହଜାର ୮୪୨ କରୋନା ଆକ୍ରାନ୍ତ

ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୨,୪୪,୨୨୭

ଭୁବନେଶ୍ବର : ରାଜ୍ୟରୁ ଶନିବାର ଆଉ ୨ହଜାର ୮୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୪୪,୨୨୭କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି।

Comments are closed.