ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ

ଭୁବନେଶ୍ବର : ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ। ଏ ନେଇ ନିଜେ ମନ୍ତ୍ରୀ ଟୁକୁନି ସାହୁ ଶୁକ୍ରବାର ଟ୍ବିଟ କରି ସୂଚନା ଦେଇଛନ୍ତି । ସେ ଆକ୍ରାନ୍ତ ହେବା ପରେ ଘରୋଇ ସଂଗରୋଧରେ ଅଛନ୍ତି । ତାଙ୍କ ସଂସ୍ପର୍ଶରେ ଆଶିଥିବା ଲୋକଙ୍କୁ ଟେଷ୍ଟ କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି।

Comments are closed.