ଯୁକ୍ତ୨ ନାମଲେଖା ସମୟ ସୀମା ବଢିଲା

ଭୁବନେଶ୍ବର : ପ୍ରଥମ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା ସମୟ ସୀମା ବଢିଲା। ଯୁକ୍ତ ୨ ନାମଲେଖା ଅବଧି ୪ ଦିନ ଚଳିତ ମାସ ୩୦ ତାରିଖ ଯାଏଁ ବଢାଇ ଦିଆଯାଇଛି। ଏନେଇ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଏକାଦଶ ଶ୍ରେଣୀରେ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି।

Comments are closed.