ଦେଶୀ ମହୁଲି ମଦ ଜବତ ,ଜଣେ ଗିରଫ

ହରଭଙ୍ଗା : ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅର୍ନ୍ତଗତ ତାରୁସିଂ ଗ୍ରାମରେ ଗୁରୁବାର ଅବକାରୀ ବିଭାଗ ଚଢଉ କରି ସୁନିଲ ଦେହୁରୀ(୩୧)ଙ୍କ ଠାରୁ ୪ଲିଟର ଦେଶୀ ମହୁଲି ମଦ ଜବତ କରିଛି। ଏହି ମାମଲାରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଏ ନେଇ ହରଭଙ୍ଗା ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଗିରଫ ଅଭିଯୁକ୍ତ ସୁନିଲଙ୍କୁ ଆଜି କୋର୍ଟଚାଲାଣ କରାଯାଇଥିବା ହରଭଙ୍ଗା ଅବକାରୀ ଇନିସପେକ୍ଟର ସୀମାକରଣ ବେକ୍ ସୂଚନା ଦେଇଛନ୍ତି।

Comments are closed.