ଆଖି ବୁଜିଲେ ଆଉ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୨, ବୌଦ୍ଧ, ଜଗତସିଂହପୁର, ଢେଙ୍କାନାଳରୁ ଜଣେ ଲେଖାଏଁ, କେନ୍ଦୁଝର, ସମ୍ବଲପୁର, ମାଲକାନଗିରି ଓ କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୦୭ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.