କୋଭିଡ୍‌-୧୯ ମୋଟ ପରୀକ୍ଷଣ ୧,୩୯,୩୧୧: ପଜିଟିଭ୍‌ ୧୬୬୦, ସୁସ୍ଥ ୮୮୬

ଭୁବନେଶ୍ବର: ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧,୩୯,୩୧୧ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୬୬୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।  ୮୮୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ବା ଡାକ୍ତରଖାନାରୁ ଫେରିଛନ୍ତି। ୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୭୬୬ ରହିଛି। ୧୧୧୮ ଜଣ ହସ୍ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୂ ସୂଚନା ଦିଆଯାଇଛି।

Comments are closed.