ଓଡିଶାରେ କରୋନା ; ଆଉ ୧୨ ନୂଆ ପଜିଟିଭ୍‍

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨,ସଙ୍ଗରୋଧରୁ ୭ ଓ ସ୍ଥାନୀୟ ୫ ।


୫ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବଲାଙ୍ଗୀରରୁ ୧, କଟକ ୧, ଗଜପତି ୨, ଖୋର୍ଦ୍ଧା ୬, ନୂଆପଡା ୧ ଓ ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୩୯କୁ ବୃଦ୍ଧି ପାଇଛି । ୧୨,୭୯,୦୪୯ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୨୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ।

Comments are closed.