ରାଜ୍ୟରେ କରୋନା ; ଦିନକରେ ଆଉ ୧୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ କେହି ନଥିବା ବେଳେ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ସଂକ୍ରମଣ ୪।


୩ ଜିଲାରୁ ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୧, ଖୋର୍ଦ୍ଧା ୭, ସୁନ୍ଦରଗଡ ୧,ଷ୍ଟେଟପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୦୧କୁ ବୃଦ୍ଧି ପାଇଛି। ୧୨,୭୯,୧୪୩ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Comments are closed.