ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୪ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଶୁକ୍ରବାର ଆଉ ୧୫୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ ୯୫ହଜାର ୨୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି।

Comments are closed.