କୋଭିଡ୍‌-୧୯: ଓଡ଼ିଶାରେ ପଜିଟିଭ୍‌ ୧୬୯, ସୁସ୍ଥ ୬୦

ଭୁବନେଶ୍ବର: ରବିବାର ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪୧୧୨୮ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୬୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୬୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଛନ୍ତି। ଜଣେ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୦୮ ରହିଛି। ୨୨୦ ଜଣ ହସ୍ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି।

Comments are closed.