କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୬ ମାମଲା, ୧୫ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୬ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୪ଟି ମାମଲା ଲକ୍‌ ଡାଉନ୍‌ ସମ୍ପର୍କିତ ହୋଇଥିବାବେଳେ ୨ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୧୫ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.